ଅର୍ଥନୈତିକ ସମ୍ପର୍କ ବଢ଼ାଇବାକୁ ଭାରତ, ଦକ୍ଷିଣ କୋରିଆ ରାଜି ନୂଆଦିଲ୍ଲୀ,୨୧ା୪ (ପି.ଟି.): ଭୂରାଜନୈତିକ ଅସ୍ଥିରତା ଦୃଷ୍ଟିରୁ ବାଣିଜ୍ୟ କ୍ଷେତ୍ରରେ ବାଧା ବଢ଼ୁଥିବାବେଳେ ଭାରତ ଏବଂ ଦକ୍ଷିଣ କୋରିଆ ସେମାନଙ୍କ ବାଣିଜି୍ୟକ ଚୁକ୍ତିକୁ ଅପ୍ଗ୍ରେଡ କରିବା ଲାଗି ଆଲୋଚନା ପାଇଁ ସୋମବାର ସହମତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦକ୍ଷିଣ କୋରିଆ…