ଅର୍ଥନୀତିକୁ ଚାଲୁ କରିବା ସରକାରଙ୍କ ପ୍ରାଥମିକତା ହେଉ: ଶିଳ୍ପ ଜଗତ ଭୁବନେଶ୍ୱର,୨-୬: ଅର୍ଥନୀତିକୁ ଚାଲୁ କରିବା ନୂଆ ସରକାରଙ୍କ ପ୍ରାଥମିକତା ହେବା ଆବଶ୍ୟକ। ମାର୍ଚ୍ଚ ତ୍ରୈମାସରେ ଦେଶର ଅର୍ଥନୈତିକ ଅଭିବୃଦ୍ଧି ହାର ୫.୮% ଖସିଛି। ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ରାଷ୍ଟ୍ର ମାନ୍ୟତା ହରାଇଛି। ଏଭଳି ସ୍ଥିତି ଦେଶର ଅଥନୈତିକ କାର୍ଯ୍ୟକଳାପ...