ଛତିଶଗଡ଼ ମଦ ଦୁର୍ନୀତିରେ ବଡ଼ କାର୍ଯ୍ୟାନୁଷ୍ଠାନ: ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କ ୬୧.୨୦ କୋଟି ଟଙ୍କାର ସମ୍ପତ୍ତି ଆଟାଚ କଲା ED
ରାଞ୍ଚି,୧୩।୧୧: ଛତିଶଗଡ଼ର ବିବାଦୀୟ ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। EDର ରାୟପୁର ଜୋନାଲ ଅଫିସ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କ ୬୧.୨୦ କୋଟି ମୂଲ୍ୟର ସମ୍ପତ୍ତିକୁ ଅସ୍ଥାୟୀ...
ED ସ୍କାନର୍ରେ ଧାୱନ-ରାଇନା: ୧୧.୧୪ କୋଟି ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୬।୧୧: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ଏବଂ ଶିଖର ଧାୱନଙ୍କ ମୋଟ ୧୧.୧୪ କୋଟି ସମ୍ପତ୍ତିକୁ ଅସ୍ଥାୟୀ ଭାବରେ ଜବତ କରିଛି। ଏହି କାର୍ଯ୍ୟାନୁଷ୍ଠାନ ମନି ଲଣ୍ଡରିଂ ନିବାରଣ ଆଇନ (PMLA), ୨୦୦୨ ଅନୁଯାୟୀ...
ଖଣି ମାଲିକଙ୍କ ଘରେ ED ଚଢ଼ାଉ: ୧୦ ଦାମୀ କାର, ୩ ସୁପର ବାଇକ୍ ସହ…
ଭୁବନେଶ୍ୱର,୩୧ା୮: ଖଣି ମାଲିକ ଶକ୍ତି ରଞ୍ଜନ ଦାଶଙ୍କ ଘରେ ଇଡି ଚଢାଉ ହୋଇଛି। ଶକ୍ତିଙ୍କ ନୟାପଲ୍ଲୀ ସ୍ଥିତ ଘରେ ହିମାଚଳ ପ୍ରଦେଶ ED ଟିମ୍ ଚଢ଼ାଉ କରିଛି। ହିମାଚଳ ପ୍ରଦେଶ ପୋଲିସ ସିଆଇଡି ନିକଟରେ ମାମଲା ରୁଜୁ ପରେ ଏହି...
ଫସିଲେ ସୁରେଶ ରାଇନା, ୯ ଘଣ୍ଟା ଯାଏ ପଚରାଉଚରା କଲା ED, ଜାଣନ୍ତୁ…
ନୂଆଦିଲ୍ଲୀ,୧୩ା୮: ଭାରତର ପୂର୍ବତନ କ୍ରିକେଟର ସୁରେଶ ରାଇନା ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ତାଙ୍କୁ ବେଆଇନ ବେଟିଂ ଆପ୍ ସହ ଜଡ଼ିତ ଟଙ୍କା ହେର୍ଫେର୍ ମାମଲାରେ ପଚରାଉଚରା ପାଇଁ ଇଡି ପକ୍ଷରୁ ସମନ ଜାରି କରାଯାଇଥିଲା। ସୂତ୍ରରୁ...
ଏମିତି ଲୋକଙ୍କ ଉପରେ ଦୋଷ ଲଦିଲେ ରବର୍ଟ ଭଦ୍ରା ସମସ୍ତେ ଆଶ୍ଚର୍ଯ୍ୟ, ଇଡିକୁ ଦେଲେ ଏଡାଇଯିବା ଭଳି ଉତ୍ତର
ନୂଆଦିଲ୍ଲୀ,୧୧।୮: ୨୦୦୮ ମସିହାରେ ହରିୟାଣାର ଗୁରୁଗ୍ରାମର ଶିକୋହପୁର ଗ୍ରାମରେ ହୋଇଥିବା ‘ହେରଫେର’ ଜମି କାରବାର ମାମଲାରେ ପଚରାଉଚରା ସମୟରେ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ବ୍ୟବସାୟୀ ରବର୍ଟ ଭଦ୍ରା ‘ଏଡ଼ାଇବା ଭଳି’ ଉତ୍ତର ଦେଇଥିଲେ ଏବଂ ତାଙ୍କର...
ଅନିଲ ଅମ୍ବାନୀଙ୍କୁ ସମନ ଜାରି କଲା ED
ନୂଆଦିଲ୍ଲୀ,୧ା୮: ଶିଳ୍ପପତି ଅନିଲ ଅମ୍ବାନୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ଅଗଷ୍ଟ ୫ରେ ଜେରା ପାଇଁ ହାଜର ହେବାକୁ ଇଡି ଏହି ସମନ ଜାରି କରିଛି। ମନି ଲଣ୍ଡରିଂ ଅଭିଯୋଗର ତଦନ୍ତ ପରେ ଅନିଲ ଅମ୍ବାନୀଙ୍କୁ ସମନ ହୋଇଛି।...
ଅନିଲ ଅମ୍ବାନୀଙ୍କ କମ୍ପାନୀରେ ପଶିଲା ED: ୩,୦୦୦ କୋଟି ଟଙ୍କାର ଠକେଇ ଅଭିଯୋଗ
ମୁମ୍ବାଇ,୨୪।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଗୁରୁବାର ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମୁମ୍ବାଇରେ ଥିବା କମ୍ପାନୀଗୁଡ଼ିକ ସହିତ ଜଡିତ ଅନେକ ସ୍ଥାନରେ ଚଢାଉ କରିଛି। ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ରିଲାଏନ୍ସ କମ୍ୟୁନିକେସନ୍ସ ଏବଂ ଏହାର ପ୍ରମୋଟର-ନିର୍ଦ୍ଦେଶକ ଅନିଲ ଡି ଅମ୍ବାନୀଙ୍କୁ...
ଗିରଫ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ
ନୂଆଦିଲ୍ଲୀ,୧୮।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କୁ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ କରିଛି। ଶୁକ୍ରବାର ସକାଳେ ଇଡି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଭିଲାଇ ବାସଭବନରେ ଚଢାଉ କରିଥିଲା।...
‘ଇଡି ଅଥବା ମୋଦି କାହାକୁ ଡରି ନାହିଁ DMK’, ଉଦୟନିଧି ଷ୍ଟାଲିନ କହିଲେ, କିଛି ବି ହୋଇଯାଉ…
ଚେନ୍ନାଇ,୨୪।୫: ତାମିଲନାଡୁର ଉପମୁଖ୍ୟମନ୍ତ୍ରୀ ଏବଂ କ୍ରୀଡା ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଶନିବାର (୨୪ ମଇ, ୨୦୨୫) ପୁଡୁକ୍କୋଟାଇରେ ଅଟକି ରହିଥିବା ଇଣ୍ଡୋର କ୍ରୀଡା ହଲ ଯାଞ୍ଚ କରିଥିଲେ। ଏହା AIADMK ଶାସନ ସମୟରେ ଆରମ୍ଭ ହୋଇଥିଲା। ସେ ଘୋଷଣା କରିଛନ୍ତି...
National Herald case: ଗାନ୍ଧୀ ପରିବାର ବିରୋଧରେ ୫୦୦୦ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ?
ନୂଆଦିଲ୍ଲୀ, ୧।୫: ନ୍ୟାଶନାଲ ହେରାଲ୍ଡ ମାମଲା ପୁଣି ଥରେ ଜାତୀୟ ରାଜନୀତିର କେନ୍ଦ୍ରବିନ୍ଦୁ ପାଲଟିଛି। କଂଗ୍ରେସ ନେତା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ୫୦୦୦ କୋଟି ଟଙ୍କାର ସମ୍ପତ୍ତି ଅନୁଚିତ ଭାବେ ହସ୍ତାନ୍ତର...
Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ
ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ ସମନ କରିଛି। ପୂର୍ବରୁ, ଏପ୍ରିଲ ୧୮ରେ, ଇଡି ତେଲେଙ୍ଗାନାର ଅନେକ ସ୍ଥାନରେ ଚଢାଉ...
ଚୋକସିଙ୍କ ପ୍ରତ୍ୟର୍ପଣ ଅନୁରୋଧ ଦାଖଲ କରିଛି ଭାରତ: ବେଲଜିୟମ କର୍ତ୍ତୃପକ୍ଷ
ବ୍ରସେଲସ,୧୪।୪: ଭାରତର ପଳାତକ ବ୍ୟବସାୟୀ ମେହୁଲ ଚୋକସିଙ୍କୁ ସୋବାର ବେଲଜିୟମରୁ ଗିରଫ କରାଯାଇଛି। ଚୋକସିଙ୍କ ଗିରଫଦାରୀ ପରେ, ଆଲୋଚନା ହେଉଛି ଯେ ୨୬,୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣା ପରେ ଚୋକସିଙ୍କୁ ମଧ୍ୟ ପ୍ରତ୍ୟର୍ପଣ କରାଯିବ। ଏସବୁ ଭିତରେ ବେଲଜିୟମ...
Archives


