EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍ କରିଛି । ପ୍ରାୟ ୪୪୦ କୋଟି ଟଙ୍କା ଫ୍ରିଜ କରାଯାଇଛି । ED…