ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ
ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚଢାଉ କରାଯାଇଛି। ସମ୍ବଲପୁର, ଦିଲ୍ଲୀ, ମୁମ୍ବାଇ, ଚଣ୍ଡିଗଡ଼, ଅହମ୍ମଦାବାଦ, ଜୟପୁର, ଚେନ୍ନାଇ ଏବଂ...


