ମନି ଲଣ୍ଡରିଂ ମାମଲାରେ EDର ବଡ଼ ଆକ୍ସନ, ୧୫୬ କୋଟିର ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୨।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED), ୩୧ ମାର୍ଚ୍ଚ, ୨୦୨୫ରେ ମନି ଲଣ୍ଡରିଂ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଲକ୍ଷ୍ମୀ ପ୍ରିସିସନ ସ୍କ୍ରୁସ ପ୍ରାଇଭେଟ ଲିମିଟେଡର ୧୨ଟି ସ୍ଥାବର ସମ୍ପତ୍ତି ଜବତ କରିଛି। ଲିମିଟେଡ (ମେସର୍ସ ଲକ୍ଷ୍ମୀ ପ୍ରିସିସନ ସ୍କ୍ରୁସ...


