ଅଦ୍ଭୁତ କ୍ୟାଚ୍ ଧରି ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି: ନ୍ୟୁଜିଲାଣ୍ଡ ମାଟିରେ କଲେ ଏମିତି କାରନାମା
ନୂଆଦିଲ୍ଲୀ,୪।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମୁକାବିଲା ଅକଲାଣ୍ଡର ଇଡେନ ପାର୍କରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ଶୁବମନ ଗିଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।…

