Tag Archives: editorial

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ ଚାହାନ୍ତି, ଅଧିକାଂଶ ଶିକ୍ଷକଙ୍କ ମନରେ ଛନକା ପଶିଯାଏ! ଲେସନ ପ୍ଲାନ, ଏହାକୁ କିପରି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ ସଂଗଠନର ମୁଖ୍ୟ ତଥା ଜମିୟତ ଉଲମା-ଏ-ହିନ୍ଦ୍‌ର ଅଧ୍ୟକ୍ଷ ମୌଲାନା ଅର୍ଶଦ ମଦାନୀ କହିଛନ୍ତି,…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ ପିଇବା ପାଣି ଦେଉଛନ୍ତି। କଚ୍ଛର ଗ୍ରେଟ ରାଣା (ଯାହା ଥର୍‌ ମରୁଭୂମି ସନ୍ନିକଟ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ, ସେ ହିଁ ମଞ୍ଚାସୀନ ହେବା ଥୟ। ୧୪୦ ଆସନ ବିଶିଷ୍ଟ ବିଧାନସଭାରେ କଂଗ୍ରେସ…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ ଏହା ସାଧାରଣ ଲାଗୁଥାଇପାରେ ଓ କେବଳ ଏକ ସରଳ ଦାୟିତ୍ୱପୂର୍ଣ୍ଣ କାର୍ଯ୍ୟପରି ପ୍ରତୀୟମାନ…

ସତ୍ୟରେ ସମାଧାନ

ଗୋଟିଏ ମୁହୂର୍ତ୍ତ ପାଇଁ ଭାବନ୍ତୁ ଯେ ମୁଁ ଜଣେ ଶକ୍ତିଶାଳୀ ବ୍ୟକ୍ତି। ଯିଏ ସହଜରେ ଭାରି ଓଜନ ଉଠାଇପାରେ ଏବଂ ମୁଁ ପୂରା ଫିଟ୍‌। ଯଦି କେହି ମୋ ଅସୁସ୍ଥତା ଏବଂ ଶକ୍ତିହୀନତା ବିଷୟରେ ମତାମତ ଦେବାକୁ ମୋ ପାଖକୁ ଯାଆନ୍ତି,…

ଅଦୃଶ୍ୟ ସମାଜ

ସମାଜରେ ଲୋକେ ଏକତ୍ର ବସବାସ କରିବା ସହ ପରସ୍ପର ଭିତରେ ପାରମ୍ପରିକ ପ୍ରଥା, ସଂସ୍କୃତି, ସାମାଜିକ ବିଧି, ନିୟମ ଏବଂ ସାମାଜିକ ଭାବର ଆଦାନ ପ୍ରଦାନ କରିଥାନ୍ତି। ”ସ୍ବାମୀ ବିବେକାନନ୍ଦ ଏପରି ଏକ ସମାଜ ଗଠନ କରିବାକୁ କଳ୍ପନା କରିଥିଲେ, ଯେଉଁଠି…

ଭାରତ-ଇଟାଲୀ ସମ୍ପର୍କ: ଭାରତ-ଭୂମଧ୍ୟସାଗର କ୍ଷେତ୍ର ପାଇଁ ଏକ ରଣନୀତିକ ଭାଗୀଦାରି

ଭାରତ ଓ ଇଟାଲୀ ମଧ୍ୟରେ ସମ୍ପର୍କ ଏବେ ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚତ୍ଛି। ଗତ କିଛି ବର୍ଷ ମଧ୍ୟରେ ଦୁଇ ଦେଶ ଭିତରେ ସମ୍ପର୍କ ଅଭୂତପୂର୍ବ ଗତିରେ ବିସ୍ତାରିତ ହୋଇଛି। ଏହି ସମ୍ପର୍କ କେବଳ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବନ୍ଧୁତା ମଧ୍ୟରେ ସୀମିତ…

ନୀତିଗତ ତ୍ରୁଟି

ଯଦିଓ ଏବେ ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧିର ପ୍ରଭାବ ପଡ଼ିଛି, ଭାରତ ଦୃଷ୍ଟିକୋଣରୁ ଦେଖିଲେ ଯେତେବେଳେ ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟ କମ୍‌ ଥିଲା, ସେତେବେଳେ ସରକାର ତୈଳ ବିପଣନ କମ୍ପାନୀ ଉପରେ ମୂଲ୍ୟ ହ୍ରାସ ପାଇଁ…

ଟ୍ରେନ୍‌ ଯାତ୍ରାରେ ଶିଶୁ ଅଧିକାର

ଚଳିତ ମାସ ୨ ତାରିଖରେ ମୁଁ ରାଜଧାନୀ ଭୁବନେଶ୍ୱରରୁ ମୋ ଘର ଢେଙ୍କାନାଳକୁ ଟ୍ରେନରେ ଫେରୁଥିଲି। ସମୟ ପ୍ରାୟ ୫ଟା ୧୦ରୁ ୬ଟା ୫୦ ମିନିଟ୍‌ ସମୟ ମଧ୍ୟରେ। ମୋ ପାଖ ସିଟ୍‌ ନିକଟରେ ଜଣେ ମା’ ତାଙ୍କର ବର୍ଷକର ପୁଅକୁ…

ବିକାଶ ପାଇଁ ବିଶେଷଜ୍ଞ ଲୋଡ଼ା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରାଚୀନ କାଳରୁ କଳିଙ୍ଗ ଏକ ଐତିହ୍ୟ ସମ୍ପନ୍ନ ଓ ସମୃଦ୍ଧିଶାଳୀ ରାଜ୍ୟ ହିସାବରେ ନିଜକୁ ପ୍ରତିଷ୍ଠିତ କରିପାରିଥିଲା। ମଧ୍ୟଯୁଗରେ ଉତ୍କଳ ମଧ୍ୟ ବିଶ୍ୱ ସମ୍ମୁଖରେ ନିଜର ଉତ୍କର୍ଷତା ପ୍ରତିପାଦନରେ ସକ୍ଷମ ଥିଲା। ମାତ୍ର ପ୍ରକୃତି…

ଉଦାରବାଦର ଛଳନା

ଚଳିତ ମାସରେ ”ଭାଜପାର ବଙ୍ଗଳା ତାଲିକାରେ କୌଣସି ମୁସଲମାନ ନାମ ସ୍ଥାନ ପାଇ ନାହିଁ“ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଏହି ଖବରରେ କେତେ ଟିକେଟ ବଣ୍ଟନ କରାଯାଇଥିଲା ଏବଂ ଅନ୍ୟସବୁ ସାଂଖିକ ତଥ୍ୟ ପାଠକଙ୍କୁ ପ୍ରଦାନ କରାଯାଇଥିଲା। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri