ଦରମାରୁ PF କଟୁଥିଲେ ପାଇବେ ୭ ଲକ୍ଷ ଟଙ୍କାର ବୀମା, ଜାଣନ୍ତୁ କେମିତି… ନୂଆଦିଲ୍ଲୀ,୧୧ା୧: ଭାରତରେ ଲକ୍ଷଲକ୍ଷ ଲୋକ ଚାକିରି କରୁଛନ୍ତି, ପ୍ରତି ମାସରେ ସେମାନଙ୍କ ଦରମାରୁ PF କଟାଯାଉଛି। ଅଧିକାଂଶ କର୍ମଚାରୀଙ୍କ ଦରମା ଜମା ହେବା ମାତ୍ରେ ସ୍ବୟଂଚାଳିତ ଭାବରେ କାଟି ନିଆଯାଉଛି। ବହୁତ କମ୍ ଲୋକ ଜାଣନ୍ତି ଯେ ଏହି PF...