ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ
ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମରେ…

