ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ପାଇଁ UPI କାରବାର ସୀମାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କଲା ଆରବିଆଇ ନୂଆଦିଲ୍ଲୀ,୮।୧୨: ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ସୁବିଧା ପାଇଁ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) କାରବାର ସୀମାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)। ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ସୁବିଧା ପାଇଁ ୟୁପିଆଇ କାରବାର ସୀମାକୁ ୫...