ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ…