ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରୀକ୍ଷା ପେପର ଲିକ୍କୁ ନେଇ ଚାଲିଥିବା ବିରୋଧ…