Education officer

ନିୟମିତ ବିଦ୍ୟାଳୟ ପରିଦର୍ଶନ କରୁଛନ୍ତି ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଶିକ୍ଷା ବିଭାଗର ବିଇଓ, ଏବିଇଓ, ବିଆରଟି, ସିଆରସିସିମାନେ ନିୟମିତ ପରିଦର୍ଶନ କରୁଥିବା ଦେଖିବାକୁ ମିଳୁଛି।…

5 months ago