ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଫେଲ୍: ବିଦ୍ୟାଳୟକୁ ଆସୁନାହାନ୍ତି ଶିକ୍ଷକ, ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଲାଞ୍ଜିଗଡ଼,୪।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ ସ୍ଥିତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବିଚିତ୍ର ଶିକ୍ଷା ବ୍ୟବସ୍ଥାI ଶିକ୍ଷକ ଆସୁନଥିବା ବେଳେ ଭଡାଟିଆ ଡମି ଶିକ୍ଷୟିତ୍ରୀ ଭରସାରେ ଛାତ୍ରଛାତ୍ରୀଙ୍କ…