Tag Archives: Education

ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ

ଭୁବନେଶ୍ୱର,୩୦ା୮: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ। ଏନେଇ ଶୁକ୍ରବାର ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍‌ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ ସ୍ବତନ୍ତ୍ରତା…

ମିଳିଲାନି ଚାକିରି, ଆତ୍ମହତ୍ୟା କଲେ ଦମ୍ପତି

ନୂଆଦିଲ୍ଲୀ, ୭।୭: ଏମ୍‌ବିଏ ଭଳି ପ୍ରଫେଶନାଲ ଡିଗ୍ରୀ କରିବା ପରେ ମଧ୍ୟ ଆଜିକାଲି ଚାକିରି ମିଳୁନାହିଁ । ଫଳରେ ବେରୋଜଗାରୀ ବୃଦ୍ଧି ପାଉଛି ଏବଂ ବେରୋଜଗାର କାରଣରୁ ଅବଷାଦରେ ପଡ଼ି ଜୀବନ ହାରୁଛନ୍ତି ଯୁବପୀଢ଼ି । ଏମିତି ଏକ ଘଟଣା ଘିଟିଛି…

ଶିକ୍ଷାଠାରୁ ବିବାହରେ ଅଧିକ ଖର୍ଚ୍ଚ କରୁଛନ୍ତି ଭାରତୀୟ

ଭୁବନେଶ୍ୱର,୧ା୭(ଅନୁରାଧା ମହାରଣା): ଭାରତୀୟମାନେ ଖାଦ୍ୟକୁ ବାଦ ଦେଲେ ସବୁଠାରୁ ଅଧିକ ଖର୍ଚ୍ଚ ବିବାହ ଉତ୍ସବରେ ଖର୍ଚ୍ଚ କରନ୍ତି। ଏପରିକି ଭାରତୀୟତମାନେ ଶିକ୍ଷା ପାଇଁ ବ୍ୟୟ କରୁଥିବା ଅର୍ଥର ଦୁଇଗୁଣାରୁ ଅଧିକ ବିବାହରେ ଖର୍ଚ୍ଚ କରିଥାନ୍ତି। ଭାରତୀୟ ବିବାହ ଉଦ୍ୟୋଗକୁ ନେଇ ପ୍ରକାଶିତ…

RRB Recruitment: ରେଳବାଇରେ ଅନେକ ପଦବୀ ଲାଗି ଆରମ୍ଭ ହେବ ନିଯୁକ୍ତି ପ୍ରକ୍ରିୟା, ସବିଶେଷ ସୂଚନା ଜାଣନ୍ତୁ…

ଭୁବନେଶ୍ୱର,୭।୨: ରେଳବାଇରେ ଚାକିରି ଆଶାୟୀଙ୍କ ଲାଗି ଭଲ ସୁଯୋଗ। ରେଳବାଇ ନିଯୁକ୍ତି ବୋର୍ଡ (ଆର୍‌ଆର୍‌ବି) ଏଏଲ୍‌ପି(ALP), ଟେକ୍ନିସିଆନ, ଅଣ ଟେକ୍ନିସିଆନ, ଜେଇ(JE) ଏବଂ ଅନ୍ୟାନ୍ୟ ପଦବୀ ପାଇଁ ଏହାର ନିଯୁକ୍ତି ବାର୍ଷିକ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଆଶାୟୀମାନେ ଆର୍‌ଆର୍‌ବିର ଅଫିସିଆଲ ୱେବସାଇଟ…

CBSE Exam: ସିବିଏସ୍‌ଇ ଦଶମ, ଦ୍ୱାଦଶ ଆଡ୍‌ମିଟ କାର୍ଡ ଜାରି, ଆସନ୍ତା ୧୫ରୁ ପରୀକ୍ଷା…

ଭୁବନେଶ୍ୱର, ୬।୨(ଅସମାପିକା ସାହୁ)- କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ। ଏଥିପାଇଁ ସିବିଏସ୍‌ଇ ଅଫିସିଆଲ ୱେବ୍‌ସାଇଟ cbse.gov.inରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ କରାଯାଇଛି। ସ୍କୁଲଗୁଡିକ ଏହି ପୋର୍ଟାଲରେ…

ଦୁଇଟି ଏମ୍‌ଫିଲ୍‌ କୋର୍ସର ବୈଧତା ବଢ଼ାଇଲା UGC, ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ଆଡମିଶନ

ନୂଆଦିଲ୍ଲୀ,୩୧।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦୁଇଟି ଏମ୍‌ଫିଲ୍‌ ପାଠ୍ୟକ୍ରମର ବୈଧତା ବୃଦ୍ଧି କରିଛି। ଏଥିରେ କ୍ଲିନିକାଲ ସାଇକୋଲୋଜି ଏବଂ ସାଇକ୍ରାଟ୍ରିକ ସୋସିଆଲ ଓ୍ବାର୍କରେ ଏମ୍‌ଫିଲ୍‌ ଅନ୍ତର୍ଭୁକ୍ତ।ଏହି ଦୁଇଟିର ବୈଧତା ୨୦୨୫-୨୦୨୬ ଶିକ୍ଷାବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମଙ୍ଗଳବାର ଆୟୋଗ ପକ୍ଷରୁ…

ୟୁଜିସି ନେଟ୍‌ ୨୦୨୩ ପରୀକ୍ଷା  ଲାଗି ବଢ଼ିଲା ଆବେଦନର ଅନ୍ତିମ ତାରିଖ, ଆଶାୟୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ, ୨୭।୧୦: ୟୁଜିସି ନେଟ୍‌ ପରୀକ୍ଷା ନେଇ ପ୍ରସ୍ତୁତି କରୁଥିବା ଆଶାୟୀଙ୍କ ଲାଗି ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ଏନ୍‌ଟିଏ ୟୁଜିସି ନେଟ୍‌ ଡିସେମ୍ବର ପରୀକ୍ଷା ଲାଗି ଆବେଦନର ଅନ୍ତିମ ତାରିଖକୁ ବଢ଼ାଇ ଦେଇଛି। ଏଣୁ ଯେଉଁମାନେ ଏଯାବତ ଆବେଦନ କରିନାହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?