ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି… ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି । ଦେବଗଡ ଶିକ୍ଷାବିତ୍ ଡ. ରାମଚନ୍ଦ୍ର ମହାପାତ୍ର କହିଛନ୍ତି ବଜେଟ୍…