ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’! ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ ଧମାଲ ମଚାଇଛି ଏବଂ ଶ୍ରଦ୍ଧାଙ୍କ ଦମଦାର ଅଭିନୟକୁ ଦର୍ଶକ ଖୁବ ପ୍ରଶଂସା ମଧ୍ୟ…