ପୁରୁଷୋତ୍ତମପୁରରେ ବାତ୍ୟାର ପ୍ରଭାବ: ଲଗାଣ ବର୍ଷା ସହ ପବନ, ଫସଲ ନଷ୍ଟ ଚିନ୍ତାରେ ଚାଷୀ
ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇ ଦିନ ହେଲା ବର୍ଷା ଲାଗି ରହିଛି। ଏଠାରେ ୮୮.୦ ମିଲିମିଟର ବର୍ଷା ହୋଇଥିବାବେଳେ ପବନର ବେଗ ଘଣ୍ଟାପ୍ରତି ୨.୧୫୪ କିଲୋମିଟର ରହିଛି। କେଏନ୍ପୁର ପଞ୍ଚାୟତ ପକ୍ଷରୁ ଲୋକଙ୍କୁ…

