ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI) ଶନିବାର ସ୍ପଷ୍ଟ ଭାବେ ଖଣ୍ଡନ କରିଛି। ଏହି...