ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର… ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଣ୍ଡାଦାନ ପରେ ମା’ କୁମ୍ଭୀର ୫୦ରୁ ୬୦ ଦିନ ପର୍ଯ୍ୟନ୍ତ…