ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍ ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ ପ୍ରାୟ ୩୫-୪୦ ପ୍ରତିଶତ ବୃଦ୍ଧି ଘଟିଛି । ନ୍ୟାସନାଲ୍ ଏଗ୍ କୋ-ଅର୍ଡିନେସନ୍ କମିଟି…