ମାସିକ ୧୬ ବଦଳରେ ମିଳୁଛି ୧୧ ସୋନପୁର,୨୯।୯(ମୃତ୍ୟୁଞ୍ଜୟ ଶତପଥୀ): କିଶୋରୀମାନଙ୍କୁ ସ୍ବାସ୍ଥ୍ୟବାନ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍ଏସ୍ପି) ପ୍ରଣୟନ କରିଛନ୍ତି। ୧୫ ରୁ ୧୯ ବର୍ଷର ସମସ୍ତ କିଶୋରୀ ବାଳିକାଙ୍କୁ ଉପଯୁକ୍ତ ପୁଷ୍ଟି ସାଧନ ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ମହିଳା...