ବିଶ୍ୱର ସବୁଠାରୁ ଲମ୍ବାଗୋଡ଼ ଥିବା ମହିଳା, ତାଙ୍କ ପରିବାରର ସମସ୍ତ ସଦସ୍ୟ ବି ୬ ଫୁଟରୁ ଅଧିକ ଉଚ୍ଚ
କୁହାଯାଏ, ଜଣେ ବ୍ୟକ୍ତିଙ୍କର ବ୍ୟକ୍ତିତ୍ୱ ତାଙ୍କ ମୋଟ୍ ଉଚ୍ଚତା ତୁଳନାରେ ତାଙ୍କ ଗୋଡ଼ ଲମ୍ବ ଅଧିକ ଥିବାରୁ ବୃଦ୍ଧି ପାଏ। ପୁରୁଷ ଏବଂ ମହିଳା ଉଭୟ ଆକର୍ଷଣୀୟ, କିନ୍ତୁ ଉଚ୍ଚ ମହିଳାମାନେ ବିଶେଷ ଭାବରେ ଆକର୍ଷଣୀୟା। ଅନେକ ବଲିଉଡ୍ ଅଭିନେତ୍ରୀ ଅଛନ୍ତି,…

