ତିହିଡ଼ି,୪ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଡାଙ୍ଗମାଳ ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍ ଖୁଣ୍ଟ ଉଠାଇବା ବେଳେ ଏକ ଅଘଟଣ ଘଟିଛି…