Tag Archives: Election 2024

ଏକ୍‌ଜିଟ୍‌ ପୋଲ୍‌ ଏବଂ ଓପିନିଅନ୍‌ ପୋଲ୍‌ ମଧ୍ୟରେ ଫରକ କ’ଣ? କେଉଁଭଳି ଭାବେ ଏକାଠି କରାଯାଏ ଡାଟା, ଜାଣନ୍ତୁ ସବିଶେଷ 

ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ପହିଲା ଅପରାହ୍ନ ୬ଟାରେ ମତଦାନ ସମାପ୍ତ ହୋଇଯିବ। ଜୁନ୍‌ ୪ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ହେଲେ ନିର୍ବାଚନରେ କିଏ ବିଜେତା ହେବା ଜାଣିବା ପୂର୍ବରୁ ସମସ୍ତଙ୍କ ନଜର…

ଭୋଟ ଦେଉଛି ଓଡ଼ିଶା: ଅପରାହ୍ନ ୧ଟା ସୁଦ୍ଧା ୩୫.୬୯% ଭୋଟିଂ ରେକର୍ଡ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଲୋକ ସଭା ଏବଂ ବିଧାନସଭା ଲାଗି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଶନିବାର ଅପରାହ୍ନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯% ମତଦାନ ହୋଇଛି। ଅନୁଗୋଳରେ ୩୬.୩୬% ଭୋଟିଂ ହୋଇଥିବାବେଳେ କଟକରେ ୩୩.୩୩ % ମତଦାନ ହୋଇଛି ।…

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି। ଏହି ସମୟ ମଧ୍ୟରେ ନିର୍ବାଚନ ସମୟରେ ଭୋଟରଙ୍କୁ ଧୋକା ଦେବା ପାଇଁ ଅର୍ଥ ଶକ୍ତି…

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବୁଧବାର ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟରେ କନ୍ଧମାଳ ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଫିସର…

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ। ତେବେ ରୁପାଲି ‘ଅନୁପମା’…

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା ଦେଇଛନ୍ତି। ତେବେ ଦଳ କାକଟପୁର ବିଧାନସଭା ଆସନରୁ ତୁଷାରକାନ୍ତି ବେହେରାଙ୍କୁ ଟିକେଟ ଦେଇଛି।…

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ ଗୋଲାପି ଗୋଲାପି ଇସ୍ତାହାର ଜାରି କରିଥାନ୍ତି । କିନ୍ତୁ ଆଜି ମଧ୍ୟ ରାସ୍ତା…

ଶାନ୍ତିପୂର୍ଣ୍ଣ ଏବଂ ପ୍ରଲୋଭନମୁକ୍ତ ସାଧାରଣ ନିର୍ବାଚନ ୨୦୨୪ ସୁନିଶ୍ଚିତ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩।୪: ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଓ ପ୍ରଲୋଭନମୁକ୍ତ ନିର୍ବାଚନ ପାଇଁ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନରେ ଆନ୍ତଃରାଜ୍ୟ ଓ ଅନ୍ତର୍ଜାତୀୟ ସୀମାରେ ଆଇନ ଶୃଙ୍ଖଳା ପରିସ୍ଥିତି, ବେଆଇନ କାର୍ଯ୍ୟକଳାପ ରୋକିବା ଏବଂ ଏହା ଉପରେ କଡ଼ା ନଜର ରଖିବା ପାଇଁ…

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି: ଜାଣନ୍ତୁ ବିଧାନସଭା-ଲୋକ ସଭା ନିର୍ବାଚନ ଲାଗି କିଏ ପାଇଲେ ଟିକେଟ…

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି। ବିଧାନସଭା ଏବଂ ଲୋକ ସଭା ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ କିଛି…

ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍‌। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଡ଼ି ଖୋଲିବେ। କେଉଁ ବର୍ଗର ଲୋକଙ୍କୁ କିଭଳି…

ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ଅନୁଯାୟୀ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା…

ନିର୍ବାଚନରେ ଆଦର୍ଶ ଆଚରଣ ବିଧି କ’ଣ? ଲାଗୁ ହେବା ପରେ କାହା ଉପରେ ଲାଗିଯାଏ ପ୍ରତିବନ୍ଧକ? ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୩: ୨୦୨୪ ଲୋକ ସଭା ସହ ଓଡ଼ିଶା ବିଧାନସଭା ଲାଗି ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ଦେଶରେ ୭ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଜୁନ୍‌ ୪ରେ ଫଳାଫଳ ଆସିବ। ନିର୍ବାଚନ ତାରିଖ ଘୋଷଣା ହେବା ସହ ସାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?