Tag Archives: election commission

ନିର୍ବାଚନ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ: ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ ରାଜ୍ୟରେ ମୃତୟନ ହେବେ CAPF ଫୋର୍ସ

ନୂଆଦିଲ୍ଲୀ,୨୪।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ (ଇସି) ରାଜ୍ୟ ପୋଲିସକୁ ଯଥାଶୀଘ୍ର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଇସି କହିଛନ୍ତି ଯେ, ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ CAPF ଫୋର୍ସ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ…

ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩ା୧: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ସେଥିରେ ମନମାନି ଏବଂ ପ୍ରକ୍ରିୟାଗତ ଅନିୟମିତତା ହେଉଥିବା ନେଇ ତୃଣମୂଳ କଂଗ୍ରେସର କେତେଜଣ ଏମ୍‌ପି ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ସର୍ବୋଚ୍ଚ ଅଦାଲ ସୋମବାର ଏହା ଉପରେ ନିର୍ବାଚନ କମିଶନ(ଇସି)ଙ୍କୁ…

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି ସର୍ଭେ ପ୍ରକାଶ ପାଇବା ପରେ, ଭାରତୀୟ ଜନତା ପାର୍ଟି (ଭାଜପା)ମଧ୍ୟ କଂଗ୍ରେସ ନେତା ରାହୁଲ…

ଭୋଟର ଲିଷ୍ଟରୁ କଟିଲା ୫୮ଲକ୍ଷରୁ ଅଧିକଙ୍କ ନାମ ନିର୍ବାଚନ କମିଶନ ଜାରି କଲେ SIRର ଡ୍ରାପ୍ଟ ଲିଷ୍ଟ

କୋଲକାତା,୧୬।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ ନାମ ବାଦ ଦିଆଯାଇଥିବା ଭୋଟରଙ୍କ ତାଲିକା ପ୍ରକାଶ କରିଛନ୍ତି। ଏହି ନାମଗୁଡ଼ିକ ୨୦୨୫ ଭୋଟର…

ନୂଆପଡ଼ା ଫଳାଫଳରେ କାରସାଦି ଅଭିଯୋଗ: ନିର୍ବାଚନ କମିଶନଙ୍କୁ ନିନ୍ଦା କଲେ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା,୧୬ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ…

ନଭେମ୍ବର ୨୨ ପୂର୍ବରୁ ବିହାର ନିର୍ବାଚନ: ସିଇସି

ପାଟନା,୬ା୧୦: ନଭେମ୍ବର ୨୨ରେ ବିହାର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ଏହା ପୂର୍ବରୁ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାର ରବିବାର ସ୍ପଷ୍ଟ କରିଛନ୍ତି। ନିର୍ବାଚନ କମିଶନଙ୍କ ଦୁଇଦିନିଆ ବିହାର ଗସ୍ତ ପରେ…

ବିବାଦ ମଧ୍ୟରେ SIRକୁ ନେଇ ବଡ଼ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୬।୯: ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ SIR ଉପରେ ବିବାଦ ମଧ୍ୟରେ ନିର୍ବାଚନ କମିଶନ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କମିଶନ କହିଛନ୍ତି ଯେ ଏହା ସାରା ଦେଶରେ ଏକକାଳୀନ କାର୍ଯ୍ୟକାରୀ ହେବ। ଏ ସମ୍ପର୍କରେ, ସେପ୍ଟେମ୍ବର ୧୦ରେ ଦିଲ୍ଲୀରେ ମୁଖ୍ୟ…

ଆଧାର ଗ୍ରହଣ କରିବାକୁ ନିର୍ବାଚନ ଆୟୋଗଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୮: ସୁପ୍ରିମକୋର୍ଟ ଶୁକ୍ରବାର ବିହାରରେ ଚଳିତ ବର୍ଷ ନିର୍ବାଚନ ପୂର୍ବରୁ ଭୋଟର ତାଲିକାରୁ ବାଦ ପଡ଼ିଥିବା ଭୋଟରମାନଙ୍କ ଆଧାରକୁ ବାସସ୍ଥାନର ପ୍ରମାଣ ଭାବେ ଉପସ୍ଥାପନ କରିବାକୁ ଅନୁମତି ଦେଇଛନ୍ତି। କୋର୍ଟ ନିର୍ବାଚନ ଆୟୋଗଙ୍କୁ ଆଧାରକୁ ୧୧ଟି ଅନ୍ୟ ପରିଚୟ ପତ୍ର ସହ…

ଭୋଟର ତାଲିକାରୁ ନାମ କଟିଥିବା ୬୫ ଲକ୍ଷ ଲୋକଙ୍କ ଲିଷ୍ଟ ଜାରି

ପାଟନା,୧୮।୮: ରବିବାର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର କହିଛନ୍ତି ଯେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବିହାରର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ପରେ ବାଦ ଦିଆଯାଇଥିବା ନାମ ତାଲିକା ଜିଲା ମାଜିଷ୍ଟ୍ରେଟଙ୍କ ୱେବସାଇଟରେ ରଖାଯାଇଛି। ନିର୍ବାଚନ ହେବାକୁ ଥିବା…

ବିହାରରେ କଟାଯାଇଥିବା ୬୫ ଲକ୍ଷ ମତଦାତାଙ୍କ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୭ା୮: ଭାରତୀୟ ଚୟନ କମିଶନ୍‌ (ଇସିଆଇ) ବିହାରରରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ମତଦାତା ତାଲିକାରୁ କାଟାଯାଇଥିବା ୬୫ ଲକ୍ଷ ମତଦାତାଙ୍କର ନାମର ତାଲିକା ପ୍ରକାଶ କରିଛି। ଏହି ତାଲିକା କମିଶନର ଔଚିତ୍ୟ ଓ୍ଵେବସାଇଟରେ ଲୋକଙ୍କ ପାଇଁ ଉପଲବ୍ଧ କରାଯାଇଛି। ଏହି…

ରାହୁଲ ଗାନ୍ଧୀଙ୍କୁ କ୍ଷମା ମାଗିବାକୁ ପଡ଼ିବ: ଇସି

ନୂଆଦିଲ୍ଲୀ,୧୭।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା କରାଯାଇଥିବା ଭୋଟ ଚୋରି ଅଭିଯୋଗକୁ ନେଇ ରବିବାର (୧୭ ଅଗଷ୍ଟ ୨୦୨୫) ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କମିଶନ ସ୍ପଷ୍ଟ ଜବାବ ଦେଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri