ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?
ନୂଆଦିଲ୍ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଦୁଇ ନିର୍ୱାଚନ କମିଶନର ବିବେକ ଯୋଶୀ ଏବଂ ସୁଖବୀର ସିଂହ ସନ୍ଧୁ। ଅନ୍ୟପଟେ…

