ଭୋଟର ଲିଷ୍ଟରେ ନାହିଁ ତେଜସ୍ବୀ ଯାଦବଙ୍କ ନାମ! ଉତ୍ତର ରଖିଲେ ନିର୍ବାଚନ କମିଶନ
ପାଟନା,୨।୮: ବିହାର ବିଧାନସଭାର ବିରୋଧୀ ଦଳ ନେତା ତେଜସ୍ବୀ ପ୍ରସାଦ ଯାଦବ ଶନିବାର (୦୨ ଅଗଷ୍ଟ, ୨୦୨୫) ଦାବି କରିଛନ୍ତି ଯେ ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରକାଶିତ ଡ୍ରାଫ୍ଟ ଭୋଟର ତାଲିକାରେ ତାଙ୍କ ନାମ ନାହିଁ। ପାଟନାରେ ଏକ ସାମ୍ବାଦିକ ସମ୍ମିଳନୀରେ…
ନିର୍ବାଚନ କମିଶନ ନେଲେ ବଡ଼ ଆକ୍ସନ, ନିଯୁକ୍ତ କଲେ ରିଟର୍ଣ୍ଣିଂ ଅଫିସର ଏବଂ ସହାୟକ ଅଧିକାରୀ
ନୂଆଦିଲ୍ଲୀ,୨୫।୭: ଦେଶର ଉପରାଷ୍ଟ୍ରପତି ପଦ ପାଇଁ ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ନିର୍ବାଚନ କମିଶନ ଏକ ପ୍ରମୁଖ ପ୍ରଶାସନିକ ଘୋଷଣା କରିଛନ୍ତି ଏବଂ ନିର୍ବାଚନ ପରିଚାଳନା ପାଇଁ ଜଣେ ରିଟର୍ଣ୍ଣିଂ ଅଫିସର ଏବଂ ଦୁଇଜଣ ସହାୟକ ରିଟର୍ଣ୍ଣିଂ ଅଫିସରଙ୍କୁ…
ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି, ଖୁବଶୀଘ୍ର ଘୋଷଣା ହେବ ତାରିଖ
ନୂଆଦିଲ୍ଲୀ,୨୩।୭: ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି। ନିର୍ବାଚନ କମିଶନ କହିଛନ୍ତି ଯେ ଗୃହ ମନ୍ତ୍ରଣାଳୟ ୨୨ ଜୁଲାଇରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ବିଷୟରେ…
Indian Politics: ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ରାହୁଲ ଖପ୍ପା, କହିଲେ, ‘ମଧ୍ୟରାତ୍ରିରେ ନିଷ୍ପତ୍ତି ନେବା…’
ନୂଆଦିଲ୍ଲୀ,୧୮।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ ମାଧ୍ୟମରେ କେନ୍ଦ୍ର ସରକାର ନିର୍ବାଚନ କମିଶନରଙ୍କ ଚୟନ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ କମିଶନର ଏବଂ ମୁଖ୍ୟ…
ଜ୍ଞାନେଶ କୁମାର ହେବେ ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର
ନୂଆଦିଲ୍ଲୀ,୧୭/୨: ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନିଯୁକ୍ତ କରାଯାଇଛି । ସେ ବିଦାୟୀ ରାଜୀବ କୁମାରଙ୍କ ସ୍ଥାନ ନେବେ। ସେ କେରଳ କ୍ୟାଡରର ୧୯୮୮ ବ୍ୟାଚ୍ ର ଜଣେ ଆଇଏଏସ୍ ଅଧିକାରୀ। ଜ୍ଞାନେଶ…
୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି
ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍ ନିର୍ବାଚନ କମିଶନରଙ୍କୁ ଭେଟି ଏନେଇ ଅଭିଯୋଗ କରିଛନ୍ତି। ଲୋକସଭା ଓ ବିଧାନସଭାରେ ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି ଉଠାଇ…
‘ଆଚରଣ ବିଧି ଉଲଂଘନ କରନ୍ତୁ ନାହିଁ’, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ନିର୍ବାଚନ ଆୟୋଗ ଦେଲେ ପରାମର୍ଶ
ନୂଆଦିଲ୍ଲୀ,୧୭।୪: ମତଦାନ ଦିନ କୁଚ ବିହାର ଗସ୍ତ ବାତିଲ କରିବାକୁ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷଙ୍କୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଏହି ନିର୍ବାଚନ ମଣ୍ଡଳୀରେ ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମିଡ଼ିଆ ରିପୋର୍ଟ…
ଶାନ୍ତିପୂର୍ଣ୍ଣ ଏବଂ ପ୍ରଲୋଭନମୁକ୍ତ ସାଧାରଣ ନିର୍ବାଚନ ୨୦୨୪ ସୁନିଶ୍ଚିତ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୩।୪: ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଓ ପ୍ରଲୋଭନମୁକ୍ତ ନିର୍ବାଚନ ପାଇଁ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନରେ ଆନ୍ତଃରାଜ୍ୟ ଓ ଅନ୍ତର୍ଜାତୀୟ ସୀମାରେ ଆଇନ ଶୃଙ୍ଖଳା ପରିସ୍ଥିତି, ବେଆଇନ କାର୍ଯ୍ୟକଳାପ ରୋକିବା ଏବଂ ଏହା ଉପରେ କଡ଼ା ନଜର ରଖିବା ପାଇଁ…
କେଉଁ ବ୍ୟକ୍ତିମାନେ ଘରେ ରହି ଦେଇ ପାରିବେ ଭୋଟ, ଜାଣନ୍ତୁ କ’ଣ କହିଲେ ନିର୍ବାଚନ ଆୟୋଗ
ନୂଆଦିଲ୍ଲୀ,୧୭ା୩: ଶନିବାର ଭାରତୀୟ ନିର୍ବାଚନ ଆୟୋଗ ଲୋକ ସଭା ଏବଂ ଓଡ଼ିଶା ସମେତ ଚାରି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥର ଆୟୋଗ ମତଦାନ ପାଇଁ ଆୟୋଗ ସାଧାରଣ ଲୋକଙ୍କୁ କିଛି ସୁବିଧା ପ୍ରଦାନ କରିଛନ୍ତି। ୮୫…
ନିଜ ନିର୍ବାଚନ ମଣ୍ଡଳୀରେ କେବେ ହେବ ଭୋଟ୍, ଜାଣି ରଖନ୍ତୁ…
ଭୁବନେଶ୍ୱର,୧୬ା୩: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ…
ପ୍ରଚାର ସମୟରେ ସୀମା ଅତିକ୍ରମ କରନ୍ତୁ ନାହିଁ: ରାଜନୈତିକ ଦଳଗୁଡ଼ିକୁ ନିର୍ବାଚନ ଆୟୋଗଙ୍କ କଡ଼ା ଆଦେଶ
ନୂଆଦିଲ୍ଲୀ,୧୬।୩: ଶନିବାର ଭାରତୀୟ ନିର୍ବାଚନ ଆୟୋଗ ଦେଶରେ ଲୋକସଭା ନିର୍ବାଚନ ଏବଂ ଓଡ଼ିଶା ସମେତ ଚାରୋଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥି ସହିତ ରାଜନୈତିକ ଦଳ ଗୁଡିକ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ପାଳନ…
ଘୋଷଣା ହେଲା ନିର୍ବାଚନ ତାରିଖ, ଓଡ଼ିଶାରେ ୪ ପର୍ଯ୍ୟାୟରେ ଭୋଟ୍
ଭୁବନେଶ୍ୱର,୧୬ା୩: ବାଜିଲା ନିର୍ବାଚନୀ ବିଗୁଲ୍। ଶନିବାର ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ଲୋକ ସଭା ଏବଂ ଓଡ଼ିଶା ବିଧାନସଭା…
Archives


