ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି
ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ SIRର ସମୟସୀମା ବୃଦ୍ଧି କରିଛନ୍ତି। ରିପୋର୍ଟ ଅନୁଯାୟୀ,…


