ଘୋଷଣା ହେବ ଆସାମ, ପଶ୍ଚିମବଙ୍ଗ ସମେତ ୫ଟି ରାଜ୍ୟର ନିର୍ବାଚନ ତାରିଖ! ଅପରାହ୍ନ ୪ଟାରେ ସାମ୍ବାଦିକ ସମ୍ମିଳନୀ ନୂଆଦିଲ୍ଲୀ,୧୫।୩: ରବିବାର ସାରେ ଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ନିର୍ବାଚନ କମିଶନ (ECI) ଏକ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ ସମୟରେ ପାଞ୍ଚଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ – ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ…