ନୂଆଦିଲ୍ଲୀ,୫।୨: ଆଜି ସକାଳ ୭ଟାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ମତଦାନ ଆରମ୍ଭ ହୋଇଛି। ଦିଲ୍ଲୀର ସମସ୍ତ ୭୦ଟି ଆସନରେ ମୋଟ ୧.୫୬ କୋଟି ଭୋଟର…