Tag Archives: election

ଜିତିଲେ ଦକ୍ଷିଣ, ହାରିଲେ ବି ଦକ୍ଷିଣ

ନୂଆଦିଲ୍ଲୀ,୧୯।୮: ବିରୋଧୀ ଦଳ ଇଣ୍ଡିଆ ଆଲାଏନ୍ସ ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର (୧୯ ଅଗଷ୍ଟ) ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ବି. ସୁଦର୍ଶନ ରେଡ୍ଡୀଙ୍କ ନାମ ଘୋଷଣା କରିଛନ୍ତି। କଂଗ୍ରେସ ମୁଖପାତ୍ର…

କିଛି ସମର୍ଥନ, କିଛି ବିରୋଧ

ନୂଆଦିଲ୍ଲୀ,୭ା୭: ଲୋକ ସଭା ନିର୍ବାଚନ ସହ ରାଜ୍ୟ ବିଧାନସଭାଗୁଡ଼ିକର ଭୋଟ ଏକସଙ୍ଗେ କରାଇବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ଭାରତର ୩ ଜଣ ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) କିଛି ସମର୍ଥନ କରିଥିବାବେଳେ ଏଥିରେ ଥିବା କେତେକ ପ୍ରସଙ୍ଗକୁ ବିରୋଧ ମଧ୍ୟ…

ବଡ଼ ଘୋଷଣା କଲେ ସିଦ୍ଧୁ ମୁସେୱାଲାଙ୍କ ପିତା, ପଞ୍ଜାବର ଏହି ବିଧାନସଭା ଆସନରୁ…

ମାନସା,୨୮।୫: ପଞ୍ଜାବୀ ଗାୟକ ସ୍ବର୍ଗତ ସିଦ୍ଧୁ ମୁସେୱାଲାଙ୍କ ପିତା ବଲକୌର ସିଂହ ୨୦୨୭ରେ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଅଂଶଗ୍ରହଣ କରିବାକୁ ଘୋଷଣା କରିଛନ୍ତି। ମଙ୍ଗଳବାର ଜିଲା କଂଗ୍ରେସ ଦ୍ୱାରା ଆୟୋଜିତ ସମ୍ବିଧାନ ବଚାଓ ରାଲି ପରେ ଗଣମାଧ୍ୟମ ସହ…

ନବରଙ୍ଗପୁର ଓକିଲ ସଂଘ ନିର୍ବାଚନ: ସିରାଜ ସଭାପତି, ତପନ ସମ୍ପାଦକ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଓକିଲ ସଂଘ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ୨୦୨୫-୨୬ ବର୍ଷ ପାଇଁ ଅପ୍ରତିଦ୍ବନ୍ଦୀ ଭାବରେ ବିଜୟ ଲାଭ କରିଥିବା ପ୍ରାର୍ଥୀ ମାନଙ୍କ ନାମ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସି ଏଚ୍‌ ବାବା ଯୁଗନ୍ଧର ବିଧିବଦ୍ଧ ଭାବରେ…

ଆଜି ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ

ପୁରୁଣା ଭୁବନେଶ୍ବର,୨୯ା୩(ସୁବାସ ଚନ୍ଦ୍ର ପ୍ରଧାନ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହିକ୍ରମରେ ଭୁବନେଶ୍ୱର ବାର୍‌ ଆସୋସିଏଶନର ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ। ରାତି…

ରାଜନୀତିରେ ଭାଜପା ବିରୋଧୀ, ଏହା ସତ୍ତ୍ୱେ ‘ଓ୍ବାନ ନେଶନ-ଓ୍ବାନ ଇଲେକ୍ସନ’କୁ କାହିଁକି ସମର୍ଥନ କରୁଛନ୍ତି ଏହି ୪ ଦଳ? 

ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ  ‘ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ଇଲେକ୍ସନ୍‌’ ବିଲ୍‌ ଲୋକ ସଭାରେ ଉପସ୍ଥାପିତ ହୋଇଛି। କ୍ଷମତାରେ ଥିବା ଦଳମାନେ ଏହି ବିଲ୍‌କୁ ସମର୍ଥନ କରୁଥିବା ବେଳେ ଇଣ୍ଡିଆ ମେଣ୍ଟରେ ସାମିଲ ବିରୋଧୀ ଦଳ ଏହାକୁ ବିରୋଧ କରୁଛନ୍ତି। ଏସବୁ ମଧ୍ୟରେ ସମର୍ଥନ…

ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ ଯଦି ଶିନ୍ଦେ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି ତେବେ ତାଙ୍କ ଭୂମିକା କ’ଣ ରହିବ…

ପରିସ୍ଥିତି ନା ରଣନୀତି…ହେମନ୍ତ ସୋରେନଙ୍କ ବରହେଟ୍‌ରେ କାହିଁକି ପ୍ରାର୍ଥୀ ଦେଉନାହିଁ ଭାଜପା?

ରାଞ୍ଚି,୨୬।୧୦: ଝାଡ଼ଖଣ୍ଡର ୬୮ ଆସନରେ ନିର୍ବାଚନ ଲଢ଼ୁଥିବା ଭାଜପା ୬୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଯେଉଁ ୨ ଆସନରେ ଦଳ ପ୍ରାର୍ଥୀ ଦେଇ ନାହିଁ, ସେଥିରେ ଧନବାଦର ଟୁଣ୍ଡି ଏବଂ ସାହେବଗଞ୍ଜର ବରହେଟ୍‌ ଆସନ ରହିଛି। ଭାଜପା ଏଠାରେ…

ବୋଲ ମାନୁନି ବିଜେଡି ନେତାଙ୍କ ତୁଣ୍ଡ, ଏବେ ପଦ୍ମନାଭ କହିଲେ କାହିଁକି…

ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ୍‌ ଥିବା ବିଜୁ ଜନତା ଦଳର ନେତା ଏବେ ନିଜର ଅସନ୍ତୋଷ ଝାଡ଼ୁଛନ୍ତି। ସଭାମଞ୍ଚ ହେଉ ଅବା ଗଣମାଧ୍ୟମରେ ବୟାନବାଜି…

‘ଘୋଷଣା ପୂର୍ବରୁ ଭାଜପା ନେତାଙ୍କ ପାଖରେ ଖବର,EC ଏବେ କାଠକଣ୍ଡେଇ’

ରାଞ୍ଚି,୧୫।୧୦: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଲାଗି ନିର୍ବାଚନ କମିଶନ ମଙ୍ଗଳବାର କାର୍ଯ୍ୟକ୍ରମର ଘୋଷଣା କରିବେ। ଏନେଇ କମିଶନଙ୍କ ପକ୍ଷରୁ ଏକ ବୟାନ ଜାରି କରାଯାଇ ସୂଚନା ଦିଆଯାଇଛି। ଏସବୁ ମଧ୍ୟରେ ଝାଡ଼ଖଣ୍ଡ ନିର୍ବାଚନ ତାରିଖ ଘୋଷଣାକୁ ନେଇ ଝାଡ଼ଖଣ୍ଡ…

ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ରାହୁଲ ରଖିଲେ ଏହି ସର୍ତ୍ତ, କହିଲେ ମେଣ୍ଟ ଗଠନ କରିବୁ ମାତ୍ର…

ନୂଆଦିଲ୍ଲୀ,୨୨ା୮: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ମିଳିତ ମେଣ୍ଟ ତଥା ଜାତୀୟ ସମ୍ମିଳନୀକୁ ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗରରେ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ରାହୁଲ ଏକ…

କିର୍‌ ଷ୍ଟାର୍ମର କିଏ? ବ୍ରିଟେନ ନିର୍ବାଚନରେ ଯିଏ ସୁନକଙ୍କୁ ଦେଉଛନ୍ତି କଡ଼ା ଟକ୍କର, ହୋଇପାରନ୍ତି ପ୍ରଧାନମନ୍ତ୍ରୀ…

ଲଣ୍ଡନ,୪।୭: ବ୍ରିଟେନ୍‌ରେ ଗୁରୁବାର ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ବଡ଼ ଧରଣର ଓଲଟପାଲଟ ହୋଇପାରେ। ଏପରିକି ପ୍ରଧାନମନ୍ତ୍ରୀ ଋଷି ସୁନକ ନିର୍ବାଚନ ହାରିଯାଇପାରନ୍ତି ବୋଲି କୁହାଯାଉଛି। ତାଙ୍କୁ ଲେବର ପାର୍ଟିର ନେତା କିର୍‌ ଷ୍ଟାର୍ମର କଡ଼ା ଟକ୍କର ଦେଇପାରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri