୩ୟ ପର୍ଯ୍ୟାୟରେ ୭୧% ମତଦାନ
ଭୁବନେଶ୍ୱର,୨୬ା୫(ଅନିଲ ଦାସ): ଶନିବାର ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଏବଂ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ୬ ଲୋକ ସଭା ଆସନ ସମ୍ବଲପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଏବଂ ଏହା ଅଧୀନ ୪୨ ବିଧାନସଭା ନିର୍ବାଚନମଣ୍ଡଳୀରେ…
ଫର୍ମ ୧୭ କ’ଣ, ଯାହାର ଡାଟା ଅପ୍ଲୋଡ କରୁନାହାନ୍ତି ନିର୍ବାଚନ କମିଶନ? ଏବେ ପ୍ରଶ୍ନ ଉଠାଇଲେ ସିବ୍ବଲ
ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ୫ ପର୍ଯ୍ୟାୟର ମତଦାନ ଶେଷ ହୋଇଛି। ସମସ୍ତ ଦଳ ବାକିଥିବା ୨ ପର୍ଯ୍ୟାୟ ମତଦାନ ଲାଗି ପ୍ରସ୍ତୁତି ଜୋରଦାର କରୁଛନ୍ତି। ଏସବୁ ମଧ୍ୟରେ ଲଗାତାର ଭାବେ ନିର୍ବାଚନ କମିଶନ ଅଭିଯୋଗ ଏବଂ ବିବାଦକୁ ଆସୁଥିବା ଦେଖାଯାଉଛି।…
ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ
ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍ରୁମ୍ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା ଆସନ ଓ…
ପ୍ରାର୍ଥୀଙ୍କ ପ୍ରଚାର ଶେଷ: ବୁଥ୍ ଅଭିମୁଖେ ପୋଲିଂ ଅଧିକାରୀ
କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଶନିବାର ଅପରାହ୍ନରେ ନିର୍ବାଚନ ନେଇ ସମସ୍ତ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟପକ୍ଷେ ନିର୍ବାଚନ ନେଇ ଜିଲାର ରହିଥିବା ମୋଟ୍ ୧୧୫୯…
‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’
ଭୁବନେଶ୍ୱର, ୭।୫(ସୁନିତ୍ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍ଏଚ୍ଜିର ମହିଳାଙ୍କୁ ପ୍ରଲୋଭିତ କରିଆସୁଛି। ଏହି…
ଏହି ୨ ବିଧାୟକଙ୍କ ଟିକେଟ୍ କାଟିଲା ବିଜେଡି
ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଟିକେଟ କଟିଥିବା ବେଳେ ଭୋଗରାଇ ବିଧାୟକ ଅନନ୍ତ ଦାସ ମଧ୍ୟ…
ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ
ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା ବାର୍ତ୍ତା…
‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’
ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପାଇଁ ଭାଜପା ଲାଗି ପ୍ରଚାର କରୁଥିବା ବେଳେ ବିରୋଧୀମାନେ ମଧ୍ୟ…
ଜାଣନ୍ତି କି ଇଭିଏମ୍ରେ ଦେଉଥିବା ଭୋଟ୍ କେତେଦିନ ପର୍ଯ୍ୟନ୍ତ ରହେ ସୁରକ୍ଷିତ
ଆଜିକାଲି ସହଜ ଏବଂ ସୁବିଧା ପାଇଁ ନାଗରିକମାନେ ଇଭିଏମ୍ରେ ଭୋଟ୍ ଦେଉଛନ୍ତି। ତେବେ ଜାଣନ୍ତି କି ଏହି ଭୋଟ୍ କେତେଦିନ ପର୍ଯ୍ୟନ୍ତ ଇଭିଏମ୍ରେ ସୁରକ୍ଷିତ ରହିଥାଏ। ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ… ଏହି ଇଭିଏମ୍ରେ ଦୁଇଟି ୟୁନିଟ୍ ରହିଥାଏ।…
୩୫୦ ଥର ପରାଜିତ ହୋଇଥିଲେ, ତଥାପି ଜିତିବା ଲାଗି ନୁହେଁ ବରଂ ହାରିବା ଲାଗି ନିର୍ବାଚନ ଲଢ଼ୁଥିଲେ ଏହି ବ୍ୟକ୍ତି; ଜାଣନ୍ତୁ କିଏ?
ଲକ୍ଷ୍ନୌ,୬।୪: ଉତ୍ତରପ୍ରଦେଶର ବରେଲି ସହରର କାକା ଜୋଗିନ୍ଦର ସିଂ ଓରଫ ଧରତି ପକଡ଼ ୧୯୬୨ରୁ ନେଇ ମୃତ୍ୟୁ ପର୍ଯ୍ୟନ୍ତ ପ୍ରତିଟି ନିର୍ବାଚନ ଲଢ଼ିଥିଲେ। ଜିତିବା ପାଇଁ ନୁହେଁ ବରଂ ହାରିବା ଲାଗି ସେ ସର୍ବଦା ନାମାଙ୍କନ କରୁଥିଲେ। କାକା ଯୋଗିନ୍ଦରଙ୍କ ଏହି…
ମହାପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଶ୍ରୀମନ୍ଦିରରେ ଉପାସନା
ପୁରୀ,୩।୪(ଅଜିତ୍ ମହାନ୍ତି): ବହୁ ଚର୍ଚ୍ଚିତ ପୁରୀର ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ହୋଇଛନ୍ତି ସ୍ବର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ର । ତେବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇବା ପୁର୍ବରୁ ଉପାସନା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ନିଜକୁ ସମର୍ପି ଦେଇଛନ୍ତି। ବୁଧବାର…
ବୀରମିତ୍ରପୁରରେ ଆଶଙ୍କାରେ ଭାଜପା,ବିଜେଡି ଆଶାୟୀ
କୁଆଁରମୁଣ୍ଡା,୨୧ା୩ (ମହେନ୍ଦ୍ର କୁମାର ସାହୁ): ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିଲେ ମଧ୍ୟ ଓଡ଼ିଶା – ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ ଜିଲାର ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରମୁଖ ଦଳ ଭାଜପା,ବିଜେଡିର ଟିକେଟ ଆଶାୟୀ ସଂଶୟରେ ପଡ଼ିଯାଇଛନ୍ତି। ୨୦୧୯ରେ ଏଠାରୁ ଭାଜପା ପ୍ରାର୍ଥୀ…

