Tag Archives: election

ସତ୍ୟବାଦୀର ବିକାଶ ମୋର ପ୍ରାଥମିକତା: ଉମାକାନ୍ତ ସାମନ୍ତରାୟ

ପୁରୀ ଅଫିସ,୨୪।୫: ସତ୍ୟବାଦୀରେ ପ୍ରଥମ ଥର ଲାଗି ଖାତା ଖୋଲିଛି ବିଜେଡି। ବିଜେଡି ପ୍ରତିଷ୍ଠା ପରଠାରୁ ଏଠାରେ କେବେହେଲେ ଜିତିପାରି ନ ଥିଲା। ହେଲେ ଏଥର ବଦଳିଛି ଇତିହାସ। ବିଜେଡି ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ଭାଜପା ପ୍ରାର୍ଥୀ ଭାଜପା ପ୍ରାର୍ଥୀ ଓମ୍‌ପ୍ରକାଶ…

ଆସିକା ଲୋକ ସଭା: ୨ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରମିଳା ବିଷୋୟୀ

ବ୍ରହ୍ମପୁର ଅଫିସ,୨୪ା୫-ଆସ୍କା ଲୋକ ସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀନୀ ପ୍ରମିଳା ବିଷୋୟୀ। ସେ ଦୁଇ ଲକ୍ଷରୁ ଅଧିକ ଭୋଟରେ ବିଜୟ ହାସଲ କରିଛନ୍ତି। ପ୍ରମିଳାଙ୍କୁ ୫ଲକ୍ଷ ୫୨ହଜାର ୭୪୯ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା…

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧ ଲକ୍ଷ ୯୬ ହଜାର ୭୫୦ ଭୋଟ ପାଇଛନ୍ତି।…

୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା

ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର ଫଳାଫଳ ଉଭୟ ରାଜ୍ୟ ଓ କେନ୍ଦ୍ର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri