ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ… ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ ଦେବା ସହ ଭୋଟର ତାଲିକାର ସଠିକତା ସୁନିଶ୍ଚିତ କରି ଏକ ସ୍ବଚ୍ଛ,…