Tag Archives: electric short

ଘର ରଙ୍ଗ ଦେଉଥିବାବେଳେ ଚାର୍ଜ ହୋଇଗଲା କାନ୍ଥ, ଜଣଙ୍କ ଜୀବନ ଗଲା, ୩ ଗୁରୁତର

ରାୟଗଡ଼ା,୨୬ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହରର ରୟତ କଲୋନୀରେ ଗୁରୁବାର ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦୁଃଶାସନ ଖରା (୩୫) ଓ ତାଙ୍କ ଘର ଆମଗୁଡ଼ାରେ। ଗୁରୁତର ୩ ଜଣ ହେଲେ…

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ମନୋଜ ପ୍ରଧାନ ଆହତ ହୋଇଛନ୍ତି। ଗ୍ରାମରେ ମେଢ଼ ଭସାଣି ସମୟରେ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ମା’-ପୁଅଙ୍କ ଜୀବନ

ଜୟପୁର,୨ା୮: ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ଆଘାତରେ ମା’-ପୁଅଙ୍କ ଜୀବନ ଚାଲିଯାଇଛି। ପୁଅକୁ ବଞ୍ଚାଇବାକୁ ଯାଇ ମାଆ ପୁଅଙ୍କର ମୃତ୍ୟୁ ଘଟିଛି। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?