ଇଭି ଗାଡ଼ି ମାଲିକମାନଙ୍କୁ ସବସିଡିରେ ମିଳିଛି ₹୨୩୨.୪୫ କୋଟି ଟଙ୍କା ଭୁବନେଶ୍ୱର,୧୪ା୩: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସବସିଡି ବଣ୍ଟନ ତଥ୍ୟରୁ ଜଣାପଡିଛି ଯେ ଓଡ଼ିଶାରେ ପଞ୍ଜିକୃତ ଇଲେକ୍ଟ୍ରିକ୍ ଯାନ (ଇଭି) ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ବଡ଼ମ୍ବା ବିଧାୟକ ବିଜୟ କୁମାର ଦଳବେହେରାଙ୍କ ଏକ...