ଛଟେଇ ବିରୋଧରେ ଗର୍ଜିଲା ବିଦ୍ୟୁତ୍ କର୍ମଚାରୀ ସଂଘ, କର୍ତ୍ତୃପକ୍ଷଙ୍କୁ ଚେତାବନୀ ଦେଇ କହିଲା… ବନ୍ତ,୭ା୫(କିଶୋର କୁମାର ସେଠୀ): କର୍ମଚାରୀଙ୍କୁ ଛଟେଇ କରିବା ନିଷ୍ପତ୍ତିକୁ ନେଇ ଶ୍ରମିକ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର କର୍ମଚାରୀମାନେ ପ୍ରଥମେ ବନ୍ତ ସେକ୍ସନ କାର୍ଯ୍ୟାଳୟରେ ଘଣ୍ଟିକିଆ ଶାନ୍ତିପୂର୍ଣ୍ଣ ଧାରଣା ଦେବା ସହ ବରପଦାସ୍ଥିତ ଆଗରପଡ଼ା ସେକ୍ସନ କାର୍ଯ୍ୟାଳୟରେ ମଧ୍ୟ…