ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍ ଟଳିପଡ଼ିଲେ ବିଦ୍ୟୁତ୍ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ… ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍ ଟଳିପଡ଼ିଥିଲେ। ଦିନବେଳେ ତାପମାତ୍ରା ଅଧିକ ଥିବା ବେଳେ ଅନ୍ୟପଟେ ନିର୍ଦ୍ଧାରିତ ସମୟରୁ ଅଧିକ ସମୟ…