ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…
ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ଘର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଛତ୍ରପୁର…
ବିନା ବିଦ୍ୟୁତ୍ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ
ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍ ସଂଯୋଗ ପାଇନାହିଁ। ଫଳରେ ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ମଧ୍ୟରେ ରୋଗୀ,…
କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍ ଗଲେ ବିଏସ୍ଏନଏଲ୍ ସେବା ଅଚଳ
ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଥିବା ବେଳେ ଏହାକୁ ନେଇ ଜିଲାରେ ତୀବ୍ର ଅସନ୍ତୋଷ ଦେଖାଯାଇଛ। ଶନିବାର ସନ୍ଧ୍ୟାରେ…
୧୨ ଘଣ୍ଟା ବିତିଲା: ସ୍ବାଭାବିକ ହୋଇପାରିଲାନାହିଁ ବିଦ୍ୟୁତ୍ ସେବା
ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ରବିବାର ରାତି ୧୦ଟାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ସହରର ଅନେକ ସ୍ଥାନରେ ଗଛଡାଳ ଭାଙ୍ଗି ଯାଇଥିଲା। ଫଳରେ ସହରରେ ୧୨ ଘଣ୍ଟା ହେଲା ବିଦ୍ୟୁତ ସେବା ସ୍ବାଭାବିକ…
କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର
ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ ହୋଇଥିବା ବେଳେ ସନ୍ଧ୍ୟାରେ କିଛି ସମୟ ପାଇଁ ବିଦ୍ୟୁତ୍ ସ୍ବାଭାବିକ ହୋଇଥିଲା। ତେବେ…
୧୦ ଘଣ୍ଟା ହେଲା ୮ ପଞ୍ଚାୟତରେ ନାହିଁ ବିଜୁଳି, ଗରମ ଗୁଳୁଗୁଳିରେ ସିଝିଲେ ଉପଭୋକ୍ତା
ଦାରିଙ୍ଗବାଡ଼ି,୩୦ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରରେ ୧୦ ଘଣ୍ଟା ହେଲା ୮ ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍ ସେବା ଠପ୍ ହୋଇଯାଇଛି। କୌଣସି ବର୍ଷା ପବନ ନ ଥାଇ ମଧ୍ୟ ସକାଳ ପ୍ରାୟ ୮ରୁ ଏହି ସେବା ଅଚଳ…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍ କର୍ମଚାରୀ ଗୁରୁତର
ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା ଆମ୍ବକଟାସ୍ଥିତ ୨୨୦/୩୩ କେଭି ଗ୍ରୀଡ୍ ସବ୍ଷ୍ଟେଶନରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର…
ସନ୍ଧ୍ୟାରେ ହଠାତ୍ ମାଡ଼ିଆସିଲା ଝଡ଼ତୋଫାନ, ଭାଙ୍ଗିଲା ଗଛ, ବିଦ୍ୟୁତ୍ତାର ଛିଣ୍ଡି…
କେସିଙ୍ଗା,୨୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝଡ଼ ତୋଫାନରେ ବିଭିନ୍ନ ଗଛ ଭାଙ୍ଗିଯିବାରୁ ୧୧ କେଭି ବିଦ୍ୟୁତତାର ଛିଣ୍ଡି ବିଦ୍ୟୁତ ସେବା ବୁଧବାର ସନ୍ଧ୍ୟାରେ ବନ୍ଦ ହୋଇଥିବା ବିଭାଗୀୟ ଯନ୍ତ୍ରୀ ସୂଚନା ଦେଇଛନ୍ତି। ସନ୍ଧ୍ୟାରେ ହଠାତ୍ ପ୍ରବଳ ପବନ ହେବା…
ବିଦ୍ୟୁତ୍ ଉପରେ ପଡ଼ୁଛି ଗ୍ୟାସ୍ ଚାପ
ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍(ଏଲ୍ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍ପିଜି ପାଇବା ପାଇଁ ନାହିଁ ନ ଥିବା ହଇରାଣ ହରକତ ହେଉଛନ୍ତି। ଏଥିପାଇଁ ସରକାରଙ୍କ…
ବିଲ୍ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍ ଗଲେ ମରାମତି ହେଉନି
ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉପଭୋକ୍ତା ବିଭାଗୀୟ କଷ୍ଟମର କେୟାର ନଂ ୧୯୧୨କୁ ଅଭିଯୋଗ ଦେଲେ ମଧ୍ୟ ଏହାର…
ବିଦ୍ୟୁତ୍ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ
ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଥାନା ପୁରୁକୁଣ୍ଡା ଗ୍ରାମରେ। ମୃତକ …
ହୁକ ପକାଇ ଅବାଧରେ ବିଦ୍ୟୁତ୍ ଚୋରି, ବିଭାଗ ଜାଣି ଅଜଣା
ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ…
Archives


