ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩ ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ ଜାରି ରଖି ୩ ଜଣଙ୍କୁ ରବିବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। କୋର୍ଟ…