ନୂଆଦିଲ୍ଲୀ,୨୨ା୧୨(ପି.ଟି.): ନିର୍ବାଚନରେ ପ୍ରାର୍ଥୀମାନେ କରୁଥିବା ଦୁରୁପଯୋଗକୁ ରୋକିବା ନିମନ୍ତେ ସିସିଟିଭି କ୍ୟାମେରା, ଓ୍ବେବ୍କାଷ୍ଟିଂ ଫୁଟେଜ୍ ସହ ଭିଡିଓ ରେକର୍ଡିଂ ଆଦି ଇଲେକ୍ଟ୍ରୋନିକ୍ ରେକର୍ଡଗୁଡ଼ିକୁ ଜନସାଧାରଣ ଆଉ ଯାଞ୍ଚ କରିପାରିବେ ନାହିଁ। ଏଥିପାଇଁ କେନ୍ଦ୍ର ସରକାର ନିର୍ବାଚନ ନିୟମାବଳୀରେ କେତେକ ପରିବର୍ତ୍ତନ...