ନିୟମିତ ବ୍ୟବଧାନରେ ହାତୀ ମୃତ୍ୟୁ ଖବର ପ୍ରକାଶ ପାଇଆସୁଛି। ସ୍ବାଭାବିକ ମୃତ୍ୟୁ ତୁଳନାରେ ବିଦ୍ୟୁତ୍ ଆଘାତ ଓ ଟ୍ରେନ୍ ଧକ୍କାରେ ଅଧିକ ହାତୀଙ୍କ ଜୀବନ ଯାଉଛି। ଏହାବ୍ୟତୀତ…