ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଧାନ ବସ୍ତାରେ ଥିବା ଟଙ୍କା ଖାଇଗଲେ କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ଜନବସତି ମୁହାଁ ହେଉଛନ୍ତି ହାତୀପଲ। ଜମିରେ ଧାନ ଫସଲ ହୋଇ ନ ଥିବାରୁ...