କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ଜନବସତି…