Tag Archives: elephant attack

ଫୁଟବଲ ଖେଳ ଦେଖି ଫେରିବା ବେଳେ ପଡ଼ିଲେ ହାତୀ ହାବୁଡ଼ରେ, ତା’ପରେ ଘଟିଲା ଏମିତି ଶୁଣି ସମସ୍ତେ ଆଶ୍ଚର୍ଯ୍ୟ

ମୋରଡା,୨୧।୧୦(ସ୍ମାରକ ମାଜୀ): ହାତୀ ଆକ୍ରମଣରେ ଗୁରୁତର ଯୁବକ ରାତି ତମାମ ଜଙ୍ଗଲରେ ପଡି ରହି ଛଟପଟ ହେବା ଘଟଣା ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। ସୂଚନା ଅନୁଯାୟୀ, ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଟୁପୁରା ଗ୍ରାମର ସମରାଇ ହେମ୍ବ୍ରମ(୫୫)…

ସାଇକେଲରେ ଫେରୁଥିବାବେଳେ ଘୋଷାଡ଼ି ନେଇ ଦଳିଦେଲା ଦନ୍ତା

କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅନ୍ତର୍ଗତ ବାଂଶପାଳ ବ୍ଲକ ଅନ୍ତର୍ଗତ ଆଡାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ପର୍ଶୁ ମୁଣ୍ଡା ବୋଲି ଜଣାପଡ଼ିଛି। ଜଳଡିହି ଗ୍ରାମରୁ ସାଇକେଲରେ ରବିବାର ସନ୍ଧ୍ୟାରେ…

କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ଦେବଗଡ଼,୮ା୬(ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ଜୀବନ ଯାଇଛି। ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ଆଉଁଳିରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା କୈଳାସ ପ୍ରଧାନଙ୍କ ସ୍ତ୍ରୀ କଳାବତୀ ପ୍ରଧାନ ବୋଲି ଜଣାପଡ଼ିଛି। କାଜୁ ବଗିଚାରେ ମହିଳାଙ୍କୁ କଚାଡ଼ି…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦେଇପୋଷି ବିଟ୍‌ କେନ୍ଦେଇପୋଷି ଶନି ମନ୍ଦିର ନିକଟ କାଜୁ ବଗିଚାରେ ଏକ ଗୋଠ ଛଡ଼ା ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ୬୫ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତ ମୁରୁସୁଆଁ…

ହାତୀ ଆକ୍ରମଣରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

କେନ୍ଦୁଝର,୩୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର କେନ୍ଦୁଝର ବନଖଣ୍ଡର ତେଲକୋଇ ରେଞ୍ଜ ଅଞ୍ଚଳରେ ଜଙ୍ଗଲୀ ହାତୀ ଆକ୍ରମଣରେ ଜଣେ ୪୫ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳାଙ୍କ ନାମ ଲାବଣ୍ୟ ପଲେଇ ଏବଂ ଆହତଙ୍କ ନାମ…

ଆମ୍ବ ଆଣିବାକୁ ତୋଟାକୁ ଯାଇଥିଲେ, ଶୁଣ୍ଢରେ ଟେକି ଗଛରେ ପିଟିଦେଲା ଦନ୍ତା; ଚାଲିଗଲା ଜୀବନ

ବନ୍ତଳା୧୭।୪ (ଶୁସିତ କୁମାର ସାହୁ): ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ କଞ୍ଜା ସେକ୍ସନ କଞ୍ଜା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ୬୦ ବର୍ଷୀୟ ବୃଦ୍ଧ ସୋମନାଥ ବେହେରା। ସୂଚନାନୁଯାୟୀ, ଗୁରୁବାର ଭୋର ସମୟରେ କଞ୍ଜା ଗ୍ରାମର…

ବାଇକ୍‌ ଚାଳକଙ୍କୁ ଶୁଣ୍ଢରେ ଟେକି କଚାଡ଼ିଦେଲା ହାତୀ

ପରଜଙ୍ଗ,୧୮ା୮(ନିଗମାନନ୍ଦ ଦଳବେହେରା): ମହାବିରୋଡ୍‌ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ସାଆନ୍ଦା ବିଟ୍‌ ତୁଳସୀପଶି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବାଇକ୍‌ ଚାଳକ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣଙ୍କ ତୁଳସୀପଶି ଗ୍ରାମର ଦୁଷ୍ମନ୍ତ କୁମାର ସାହୁ (୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?