ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…
ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ ହେଲା ହାତୀ ଉପଦ୍ରବ ଦେଖିବାକୁ ମିଳୁଛି । ଫଳରେ ସନ୍ଧ୍ୟା ହେଲେ ରାସ୍ତାରେ...


