ହାତୀ ଭୟ: ରାତିରେ ଗଛ ଉପରେ ବିତୁଛି ଜୀବନ ନୂଆପଡ଼ା,୧୩ା୨(ମକାରୁ ବେମାଲ): ହାତୀ ଭୟ ଯୋଗୁ ରାତି ହେଲେ ଲୋକେ ଗଛ ଉପରେ ଜୀବନ ବିତାଉଛନ୍ତି। ଏଭଳି ଦୃଶ୍ୟ ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ବାସ କରୁଥିବା ଦାତୁନାମା ଗାଁରେ ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା…