ବିଦ୍ୟୁତ ତାର ବିଛାଇ ହାତୀକୁ ମାରିଦେଲେ! ବନବିଭାଗ ତଦନ୍ତ ଜାରି ବାରିପଦା,୧୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଜାମଶୂଳି ଗାଁରେ ଗୁରୁବାର ଭୋର ବିଦ୍ୟୁତ ଆଘାତରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଖବରପାଇ ବନବିଭାଗର କର୍ମଚାରୀମାନେ ପହଂଚି ଘଟଣାର ତଦନ୍ତ କରିବା ସହିତ ଡାକ୍ତରୀ ଦଳ ଶବ ବ୍ୟବଚ୍ଛେଦ…